Browsing Tag

BJP Chief Minister to take oath in Odisha on June 10: Modi

ଜୁନ୍ ୧୦ରେ ଓଡ଼ିଶାରେ ବିଜେପି ମୁଖ୍ୟମନ୍ତ୍ରୀ ଶପଥ ନେବେ: ମୋଦୀ

ପ୍ରଧାନମନ୍ତ୍ରୀ ମୋଦୀଙ୍କ ବଡ ବୟାନ । ଏଥର ଓଡ଼ିଶାରେ ସରକାର ପରିବର୍ତ୍ତନ ହେଉଛି । ଓଡ଼ିଶାବାସୀ ପରିବର୍ତ୍ତନ ଚାହୁଁଛନ୍ତି । ଜୁନ୍ ୪ରେ ବିଜେଡି ସରକାରର ଏକ୍ସପାଏରୀ ତାରିଖ ରହିଛି । ସେହିଭଳି ଜୁନ୍ ୧୦ରେ ଓଡ଼ିଶାରେ ବିଜେପି ମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି ଦମ୍ଭୋକ୍ତି ଦେଖାଇଛନ୍ତି…