ବିଜେଡି ମିଶିଲେ ରେଙ୍ଗାଲି ନିର୍ବାଚନମଣ୍ଡଳୀର ବିଜେପି ନେତା ଓ କର୍ମୀ
ସମ୍ବଲପୁର ଜିଲ୍ଲା ଅନ୍ତର୍ଗତ ରେଙ୍ଗାଲି ନିର୍ବାଚନମଣ୍ଡଳୀର ବିଜେପି ନେତା ଓ କର୍ମୀ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ସମସ୍ତ ବିଜେପି ନେତା ଓ କର୍ମୀଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ…