ବିଜେପି ସାଂସଦ ଶ୍ରୀନିବାସ ପ୍ରସାଦଙ୍କ ପରଲୋକ
ବିଜେପି ସାଂସଦ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଭି ଶ୍ରୀନିବାସ ପ୍ରସାଦଙ୍କ ପରଲୋକ। ଗତକାଲି ରାତିରେ ବେଙ୍ଗାଲୁରୁର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା।
କର୍ଣ୍ଣାଟକର ଚାମରାଜନଗର ସାଂସଦ ଥିଲେ…