ମୁଖ୍ୟମନ୍ତ୍ରୀ ନବୀନ ବାବୁଙ୍କ ଦଳିତ ଲୋକଙ୍କ ପ୍ରତି କୌଣସି ଦାୟିତ୍ୱ ବା ସମ୍ବଦେନଶୀଳତା ନାହିଁ: ଡ. ବିଭୁପ୍ରସାଦ ତରାଇ
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ସେବା, ସୁଶାସନ ଓ ଗରୀବକଲ୍ୟାଣର ୯ବର୍ଷ ପୂର୍ତ୍ତି ଅବସରରେ କେନ୍ଦ୍ର ସରକାର ବିଭିନ୍ନ ସମ୍ପ୍ରଦାୟ, ବିଭିନ୍ନ ବର୍ଗ ଓ ଜାତିର ବିକାଶ ପାଇଁ ଅନେକ ମହତ୍ୱପୂର୍ଣ୍ଣ ଭୂମିକା ନେଇଛନ୍ତି । ଭାରତୀୟ…