ରାଜଭବନ ସମ୍ମୁଖରେ ବିଜେପିର ବିକ୍ଷୋଭ ପ୍ରଦର୍ଶନ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପଶ୍ଚିମ ଓଡ଼ିଶା ବିକାଶ ପରିଷଦକୁ ନେଇ ଏକାଠି ହୋଇଛନ୍ତି ପଶ୍ଚିମ ଓଡ଼ିଶାର ବିଜେପି ବିଧାୟକ ଓ ନେତା। ପଶ୍ଚିମ ଓଡ଼ିଶା ପ୍ରତି ଅବହେଳାକୁ ବରଦାସ୍ତ କରାଯିବ ନାହିଁ ବୋଲି ସେମାନେ କହିଛନ୍ତି। ଆଜି ରାଜଭବନ ସମ୍ମୁଖରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ଆନ୍ଦୋଳନ ଓ ବିକ୍ଷୋଭ…