୨୦ ବର୍ଷର ଶାସନରେ ରୋଜଗାର ଦେବାରେ ବିଫଳ ନବୀନ ସରକାର: ଯୁବମୋର୍ଚ୍ଚା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଦୀର୍ଘ ୨୦ ବର୍ଷ ଶାସନ ପରେ ଓଡିଆ ଯୁବକଙ୍କୁ ସରକାର ଧୋକ୍କା ଦେବା ସହ ପ୍ରତାରିତ କରିଛନ୍ତି । ରାଜ୍ୟ ସରକାରଙ୍କ ଅପରାଗତ ପାଇଁ ଆଜି ଓଡିଶା ବେରୋଜଗାରୀ ଏବଂ ବେକାରୀରେ ୧ ନମ୍ବର ସ୍ଥାନରେ ରହିଛି । ୨୦୦୯ରୁ ଆଜି ଯାଏଁ ଦୀର୍ଘ ୧୦ ବର୍ଷ ଭିତରେ ରାଜ୍ୟର ଏମ୍ପଲୟମେଂଟ…