Browsing Tag

BJP’s cry to divert attention from peasant movement: BJD

କୃଷକ ଆନ୍ଦୋଳନରୁ ନଜର ହଟାଇବାକୁ ବିଜେପିର କୁମ୍ଭୀର କାନ୍ଦଣା: ବିଜେଡି

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଦୀର୍ଘ ଏକବର୍ଷରୁ ଅଧିକ ସମୟ ଧରି ବିଜେପି ଶାସିତ ରାଜ୍ୟ ଉତ୍ତରପ୍ରଦେଶ ଓ ହରିଆନାରେ ସେମାନଙ୍କ ଦଳ ବିରୁଦ୍ଧରେ ଚାଲିଥିବା କୃଷକ ଆନ୍ଦୋଳନରୁ ସାଧାରଣ ଲୋକଙ୍କ ନଜର ହଟାଇବା ପାଇଁ ଓଡିଶା ବିଜେପି ଏବଂ ତାଙ୍କ ଦଳର ନେତା ପୃଥ୍ୱୀରାଜ ହରିଚନ୍ଦନ ଆଜି ପୁଣିଥରେ କେତେକ…