ଆଗାମୀ ନିର୍ବାଚନରେ ଗୋପାଳପୁର ନିର୍ବାଚନମଣ୍ଡଳୀରେ ବିଜେଡିର ବଡ ବିଜୟ ହେବ: ମାନସ ରଞ୍ଜନ ମଙ୍ଗରାଜ
ଗୋପାଳପୁର ନିର୍ବାଚନମଣ୍ଡଳୀ ହେଉଛି ମୁଖ୍ୟମନ୍ତ୍ରୀଙ୍କର ପ୍ରିୟ ନିର୍ବାଚନମଣ୍ଡଳୀ । ଏହି ନିର୍ବାଚନମଣ୍ଡଳୀ ରାଜ୍ୟ ସରକାରଙ୍କ ଫୋକସରେ ରହିଛି । ଆଗାମୀ ନିର୍ବାଚନରେ ବିଜେଡି ପ୍ରାର୍ଥୀ ଏଠାରୁ ବଡ଼ ବ୍ୟବଧାନରେ ବିଜୟୀ ହେବେ ବୋଲି ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ବିଜେଡି ପର୍ଯ୍ୟବେକ୍ଷକ ତଥା…