ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ଆଶିର୍ବାଦ କରନ୍ତୁ ଓ ଶଙ୍ଖ ଚିହ୍ନରେ ଭୋଟ ଦିଅନ୍ତୁ: ମୁଖ୍ୟମନ୍ତ୍ରୀ
ଜଗତସିଂହପୁର ଜିଲା ପାରାଦୀପ ନିର୍ବାଚନ ମଣ୍ଡଳୀର ରାହାମା ଓ ଜଗତସିଂହପୁର ନିର୍ବାଚନ ମଣ୍ଡଳୀର ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ପରିସରରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି। ବିଜୁ ଜନତା ଦଳ ବିଧାୟକ ଓ ସାଂସଦ…