ୱାର୍ଡ ନଂ ୫୮, ବ୍ରହ୍ମେଶ୍ୱରପାଟଣାଠାରେ ଓଡ଼ିଶା ମୋ ପରିବାର, ଜୀବନ ବିନ୍ଦୁ ରକ୍ତ ଦାନ ଶିବିର ଅନୁଷ୍ଠିତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଅଗଷ୍ଟ ୯ କ୍ରାନ୍ତି ଦିବସରୁ ସ୍ଵାଧୀନତା ଦିବସ ସାତଦିନ ବ୍ୟାପୀ ରକ୍ତଦାନ ଶିବିର ଜୀବନ ବିନ୍ଦୁ କାର୍ଯ୍ୟକ୍ରମରେ ତା୧୪ ରିଖ ଶୁକ୍ରବାର ସକାଳ ୯.୦୦ଘଟିକାରେ ଏକାମ୍ର ନିର୍ବାଚନ ମଣ୍ଡଳୀ ୱାର୍ଡ…