ବ୍ରହ୍ମଗିରି ବାସିନ୍ଦାଙ୍କ ସେବାରେ ଦୁଇ BLS ଆମ୍ବୁଲାନ୍ସ ଲୋକାର୍ପିତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଆଜି ସ୍ୱାଧୀନତା ଦିବସ ଅବସରରେ ବ୍ରହ୍ମଗିରି ବ୍ଲକ ରେବଣା ନୂଆଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପ୍ରାଙ୍ଗଣ ସମ୍ମୁଖରେ କୋଭିଡ ୧୯ ପରିସ୍ଥିତିର ମୁକାବିଲା ଉଦ୍ଦେଶ୍ୟରେ ଦୁଇଟି ନୂତନ BLS ଆମ୍ବୁଲାନ୍ସ ଲୋକାର୍ପିତ ହୋଇଛି।
ପୁରୀ ସାଂସଦ ପିନାକୀ ମିଶ୍ର, ରାଜ୍ୟ…