ସମୁଦ୍ରକୂଳରେ ଲାଗିଲା ବୋଏ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ୍ ତଣ୍ଡାହର ସମୁଦ୍ରକୂଳରେ ଲାଗିଛି ଗୋଟିଏ ବୋଏ । ଆଜି ସକାଳେ ଏହି ବୋଏଟି ତଣ୍ଡାହର ସମୁଦ୍ରକୂଳରେ ଭାସୁଥିଲା ।
ସୂଚନାଯୋଗ୍ୟ, ଜାହାଜଗୁଡ଼ିକର ଦିଗ ନିରୂପଣରେ ସହଯୋଗ ସହ ଲଙ୍ଗର ପକାଇବା ଓ ସମୁଦ୍ରର ଢେଉ ନିୟନ୍ତ୍ରଣ କରିବା ଲାଗି…