ଶିବ ଦର୍ଶନ ରହିଲା ଅଧାରେ , ଦୁର୍ଘଟଣା ବୋଲବମ୍ ଭକ୍ତଙ୍କ ମୃତ୍ୟୁ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଟ୍ରକ୍ ଧକ୍କାରେ ଜଣେ ବୋଲବମ୍ ଭକ୍ତ ମୃତ । ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ରେ କେଉଟ ସୁନପୁର ଅଞ୍ଚଳର ଭିକାରୀ ବେହେରା ଙ୍କ ମୃତ୍ୟୁ ହୋଇଛି ।
ସୂଚନା ଅନୁଯାୟୀ, ଗତକାଲି ରାତି ୧୦:୩୦ ସମୟରେ ଗଞ୍ଜାମ ଜିଲ୍ଲା ରଣ୍ଢା ଓ ଗୋଳନ୍ଥରା ମଝିରେ ଏକ ଟ୍ରକ୍ ଧକ୍କାରେ…