Browsing Tag

Bomb

ପୁରୀରେ ପ୍ରାକ୍ ନିର୍ବାଚନୀ ହିଂସା, ଫୁଟିଲା ବୋମା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୁରୀ ସଦର ନିର୍ବାଚନ ମଣ୍ଡଳୀ କାଶୀହରିପୁର ପଞ୍ଚାୟତରେ ପ୍ରାକ୍ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଚଳିତ ନିର୍ବାଚନରେ କାଶୀହରିପୁର ପଞ୍ଚାୟତରୁ ସରପଞ୍ଚ ପ୍ରାର୍ଥୀ ହୋଇଥିବା ମୁକ୍ତିକାନ୍ତ ପଣ୍ଡାଙ୍କ ଘର ପଛପଟେ ଏହି ବୋମା ବିସ୍ଫୋରଣ ହୋଇଛି । ବୋମାମାଡ ପରେ…