ଖୁବ ଶୀଘ୍ର ଓଡ଼ିଶାରେ ଆରମ୍ଭ ହେବ ବୋନ ମାରୋ ଟ୍ରାନ୍ସପ୍ଲାଣ୍ଟ
ଖୁବ ଶୀଘ୍ର ଓଡ଼ିଶାରେ ଆରମ୍ଭ ହେବ ବୋନ ମାରୋ ଟ୍ରାନ୍ସପ୍ଲାଣ୍ଟ । ଏହା ଥାଲାସେମିଆ ନିରାକରଣରେ ବଡ଼ ଅସ୍ତ୍ର ପାଲଟିବ। ଏନେଇ ରାଜ୍ୟ ରକ୍ତ ନିରାପତ୍ତା ଭାରପ୍ରାପ୍ତ ସ୍ବାସ୍ଥ୍ୟ ନିର୍ଦେଶକା ଡାକ୍ତର ଉର୍ମିଳା ମିଶ୍ର ସୂଚନା ଦେଇଛନ୍ତି। ବୋନ୍ ମାରୋ ଟ୍ରାନ୍ସପ୍ଲାଣ୍ଟ ଫଳରେ ଜଣେ ଥାଲାସେମିଆ ରୋଗୀ…