ଫ୍ୟାମିଲି କୋର୍ଟରେ ହାଜର ହେଲେ ବର୍ଷା-ଅନୁଭବ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି କଟକ ଫ୍ୟାମିଲି କୋର୍ଟ ହାଜର ହୋଇଥିଲେ ଅଭିନେତା ତଥା ବିଜେଡି ସାଂସଦ ଅନୁଭବ ମହାନ୍ତି ଓ ତାଙ୍କ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ। ସ୍ୱାମୀ-ସ୍ତ୍ରୀଙ୍କ ଭିତରେ ଲାଗି ରହିଥିବା ବିବାଦ ସମାଧାନ ପାଇଁ ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ବୁଝାସୁଝା କରାଯାଇଥିଲା। ମାତ୍ର…