Browsing Tag

BPSPA declared as the best police training Institute of India

ଦେଶର ଶ୍ରେଷ୍ଠ ତାଲିମ ପ୍ରତିଷ୍ଠାନ ଭାବରେ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀକୁ ମିଳିଲା ଜାତୀୟ ମାନ୍ୟତା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀ (ବିପିଏସପିଏ) ଦେଶର ଶ୍ରେଷ୍ଠ ତାଲିମ ପ୍ରତିଷ୍ଠାନ ଭାବରେ ଜାତୀୟ ମାନ୍ୟତା ପାଇଲା । ଏଥିପାଇଁ ସମସ୍ତ ରାଜ୍ୟ ଓ କେନ୍ଦ୍ର ଗୃହମନ୍ତ୍ରୀ ଟ୍ରଫି ବିପିଏସପିଏକୁ ପ୍ରଦାନ କରାଯାଇଛି । ବିପିଏସପିଏର ଅଧ୍ୟକ୍ଷ ତଥା ବରିଷ୍ଠ ଆଇପିଏସ…