ବ୍ରହ୍ମପୁର ବଡ଼ ମେଡିକାଲରେ ଅଗ୍ନିକାଣ୍ଡ
ବ୍ରହ୍ମପୁର ବଡ଼ ମେଡିକାଲରେ ଅଗ୍ନିକାଣ୍ଡ । ସୁପର ସ୍ପେଶାଲିଷ୍ଟ ୫ ନଂ କୋଠାରେ ଲାଗିଲା ନିଆଁ । ସଟ ସର୍କିଟ ଯୋଗୁଁ ଓଟିରେ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ତେବେ ଏହି ଅଗ୍ନିକାଣ୍ଡରେ ଓଟିରେ ଥିବା ୨ ଜଣ ରୋଗୀଙ୍କୁ ସ୍ଥାନାନ୍ତରିତ କରାଯାଇଛି ।
ପୁରା ବିଲ୍ଡିଂରେ ଥିବା ୨୦ରୁ ୨୨…