ନଦୀରେ ବୁଡି ଦୁଇ ଯୁବକଙ୍କ ସଲୀଳ ସମାଧି
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ନଦୀରେ ଗାଧୋଉଥିବା ବେଳେ ଭାସିଗଲେ ୨ ଯୁବକ । ଯାଜପୁର ଜିଲ୍ଲା ବରୀ ବ୍ଲକ ସଂକରାକୁଳରେ ବ୍ରାହ୍ମଣୀ ନଦୀରେ ଗାଧୋଉଥିବା ବେଳେ ୨ ଜଣ ଯୁବକ ଭାସି ଯାଇଛନ୍ତି। ନଦୀରେ ବୁଡି ଦୁଇ ଯୁବକଙ୍କ ସଲୀଳ ସମାଧି। ଏଭଳି ଅଭାବନୀୟ ଘଟଣା ଘଟିଛି ବରୀ ବ୍ଲକ ଶଙ୍କରାକୂଳ ଗାଁ ନିକଟ…