Browsing Tag

Bramhagiri Panchayat election preparation

ସଞ୍ଜୟ ଦାସବର୍ମାଙ୍କ ଅଧ୍ୟକ୍ଷତାରେ ବ୍ରହ୍ମଗିରିରେ ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ବୈଠକ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଜୁ ଜନତା ଦଳ ପକ୍ଷରୁ ଆସନ୍ତା ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ୨୮ନଂ ଜୋନ୍ ୧୦ଗୋଟି ପଞ୍ଚାୟତର ସୁଦୃଢ଼ କର୍ମୀଙ୍କୁ ନେଇ ବେଣ୍ଟପୁର ପଞ୍ଚାୟତ ଠାରେ ବିଜୁ ଜନତା ଦଳର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ…