ରାଜଧାନୀରୁ ୧କୋଟି ୨୨ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ରାଜଧାନୀରୁ କୋଟିଏ ୨୨ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ ହୋଇଛି । ପାହାଳ ନିକଟରୁ ବ୍ରାଉନସୁଗାର ଜବତ କରିଥିଲା କ୍ରାଇମବ୍ରାଞ୍ଚ ଏସଟିଏଫ୍ ଟିମ । ଓ୍ୱାଣ୍ଟେଡ ଅପରାଧୀ ଶିବୁ ଓରଫ ଶିବ ପ୍ରସାଦ ଦାସ ଠାରୁ ୧୨୨୭ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ଶିବୁ ଅନେକ…