ପିପିଲି- ନିମାପଡ଼ା ଓଭରବ୍ରିଜ ଉପରୁ ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ
ଓଡ଼ିଶା ଫାଷ୍ଟ (ବ୍ୟୁରୋ): ଏସଟିଏଫ୍ ପକ୍ଷରୁ ପିପିଲି- ନିମାପଡ଼ା ଓଭରବ୍ରିଜ ଉପରୁ ଏକ କେଜି ୪୮ଗ୍ରାମ ଓଜନର ବ୍ରାଉନସୁଗାର ଜବତ କରାଯାଇଛି। ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ଏକ କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେବ ବୋଲି କୁହାଯାଉଛି। ଏହି ମାମଲାରେ ଇମତାଜ ଖାନ୍ ନାମକ ଜଣେ ଅଭିଯୁକ୍ତକୁ ଗିରଫ…