କନ୍ଧମାଳରେ ନବୀନ ବାଣ୍ଟିଲେ BSKY, ଉପକୃତ ହେବେ ୧ ଲକ୍ଷ ୬୭ ହଜାର ହିତାଧିକାରୀ
ଫୁଲବାଣୀ: କନ୍ଧମାଳ ଲେଖିଲା ବିକାଶ ନୂଆ କାହାଣୀ । ସ୍ମାର୍ଟ ସ୍ବାସ୍ଥ୍ୟସେବାରେ ଯୋଡ଼ି ହୋଇଛି କନ୍ଧମାଳ ଜିଲ୍ଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଫୁଲବାଣୀ ଗସ୍ତ କରିବା ସହ କନ୍ଧମାଳ ଜିଲ୍ଲାରେ BSKY ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୧ ଲକ୍ଷ ୬୭ ହଜାର…