ବଜେଟ୍ ୨୦୨୪; ଦେଶର ୩ କୋଟି ମହିଳା ବନିବେ ଲକ୍ଷପତି ଦିଦି
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅନ୍ତରୀଣ ବଜେଟ୍ ୨୦୨୪ ଆଗତ କରିଛନ୍ତି । ଏହି କ୍ରମରେ ସେ ସରକାରଙ୍କ ୧୦ ବର୍ଷର ଉପଲବ୍ଧିକୁ ବଖାଣିଛନ୍ତି । ଆଗାମୀ ୫ ବର୍ଷରେ ଦେଶରେ ୩ କୋଟି ମହିଳାଙ୍କୁ ଲକ୍ଷପତି ଦିଦି କରାଯିବ ବୋଲି ଘୋଷଣା କରିଛନ୍ତି ସୀତାରମଣ । ୨୦୨୩ ସ୍ୱାଧୀନତା ଦିବସ ଅବସରରେ ଏହି…