Browsing Tag

Budget 2024; Corporate tax rate reduced from 30% to 25%

ବଜେଟ ୨୦୨୪; କର୍ପୋରେଟ ଟିକସ ହାର ୩୦%ରୁ ୨୫%କୁ ହ୍ରାସ

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ଲୋକସଭାରେ ଅନ୍ତରୀଣ ବଜେଟ ଉପସ୍ଥାପନ କରିଛନ୍ତି । ଏହି ସମୟରେ ସେ ପ୍ରଥମ ଓ ଦ୍ୱିତୀୟ ପାଳି ସରକାରର ଅର୍ଥନୀତି ଅବତାରଣା କରିଛନ୍ତି । ଏହି ଅବସରରେ ସେ କର୍ପୋରେଟ ଟିକସ ହାର ୩୦%ରୁ ୨୫%କୁ ହ୍ରାସ କରାଯାଇଥିବା ନେଇ ଘୋଷଣା କରିଛନ୍ତି ।…