ବଜେଟ ଅଧିବେଶନ; ଗୃହତ୍ୟାଗ କଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ
ବିଧାନସଭାର ବଜେଟ ଅଧିବେଶନରେ ଗୃହକାର୍ଯ୍ୟକୁ ନେଇ ଅସନ୍ତୋଷ ବ୍ୟକ୍ତ କଲେ ଗୋପାଳପୁର ବିଧାୟକ ପାଣିଗ୍ରାହୀ ।
ବିଧାୟକ ପାଣ୍ଠି ଖର୍ଚ୍ଚ ନେଇ ବିଧାନସଭାର ପ୍ରଶ୍ନକାଳରେ ଆଲୋଚନା ସମୟରେ ନିଜ ଅସନ୍ତୋଷ ବ୍ୟକ୍ତ କରି ଗୃହ ତ୍ୟାଗ କଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ସେ କହିଛନ୍ତି ଯେ…