ଦୁଇ ବସ୍ ମୁହାଁମୁହିଁ ଧକ୍କା;୧୨ ଜଣଙ୍କ ଗଲା ଜୀବନ, ୬ ଆହତ
ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ୧୨ ଜଣଙ୍କ ଜୀବନ । ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଖେମୁଣ୍ଡି କଲେଜ ନିକଟରେ । ଆହୁରି ଛଅ ଜଣଙ୍କୁ ଆହତ ଅବସ୍ଥା ରେ ବ୍ରହ୍ମପୁର ଏମ କେ ସି ଜି କୁ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ପାଟପୁର ଥାନା ଖଣ୍ଡ ଦେଉଳି ଗାଁ ର ଏକ ପରିବାର ର ଝିଅ…