ଆଜିଠୁ ରାଜ୍ୟ ବ୍ୟାପୀ ଗଡ଼ିଲା ବସ୍
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଅଢ଼େଇ ମାସର ବିରତି ପରେ ଆଜିଠୁ ରାଜ୍ୟବ୍ୟାପୀ ଗଡ଼ିଲା ବସ୍ । ଦାବି ପୂରଣ ଲାଗି ସରକାରଙ୍କ ପ୍ରତିଶ୍ରୁତି ପରେ ଘରୋଇ ବସ୍ ମାଲିକ ସଂଘ ବସ୍ ଚଳାଚଳ ପାଇଁ ନିଷ୍ପତ୍ତି ନେଇଥିଲା । ଏଥିପାଇଁ ବସ ମାଲିକଙ୍କଠାରୁ ଆରମ୍ଭ କରି ଡ୍ରାଇଭର, ହେଲପର ସମସ୍ତେ ଉତ୍ସାହିତ…