ଆସନ୍ତା ୧୦ରେ ବସ୍ ଧର୍ମଘଟ
ସାରା ରାଜ୍ୟ ଲାଗି ଆରମ୍ଭ ହେବାକୁ ଥିବା ସରକାରଙ୍କ ଲକ୍ଷ୍ମୀ ବସ ଯୋଜନାକୁ ବିରୋଧ କରି ଆସନ୍ତା ୧୦ରେ ସାରା ରାଜ୍ୟରେ ବସ୍ ଧର୍ମଘଟ। ଏଭଳି ନିଷ୍ପତି ନେଇଛି ଅଲ୍ ଓଡ଼ିଶା ବସ୍ ମାଲିକ ସଂଘ।
ବସ୍ ମାଲିକ ସଂଘର ଅଭିଯୋଗ ଅନୁସାରେ, ଗାଁରୁ ଗାଁ କିମ୍ବା ଗାଁରୁ ବ୍ଲକ୍କୁ ଲକ୍ଷ୍ମୀ ଯୋଜନାରେ…