ଗ୍ରାହକଙ୍କୁ ବଡ ଆଶ୍ୱସ୍ତି, ଶସ୍ତା ହେଲା ରନ୍ଧନ ଗ୍ୟାସ୍
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମଧ୍ୟବିତ୍ତଙ୍କୁ ବଡ଼ ଆଶ୍ଵସ୍ତି ପ୍ରଦାନ କରିଛନ୍ତି କେନ୍ଦ୍ର ସରକାର। ବାଣିଜ୍ୟିକ ଉଦ୍ଦେଶ୍ୟରେ ବ୍ୟବହୃତ ଏଲପିଜି ସିଲିଣ୍ଡର ଶସ୍ତା ହୋଇଛି। ଏଲପିଜି ସିଲିଣ୍ଡରର ଦାମ୍ ପିଛା ୯୧ ଟଙ୍କା ୫୦ ପଇସା ହ୍ରାସ ପାଇଛି। ନୂଆ ଦରଦାମ୍ ମଙ୍ଗଳବାର ଅର୍ଥାତ୍ ଫେବୃଆରୀ ୧ ତାରିଖ…