Browsing Tag

by CM Naveen Pattnaik

ବୌଦ୍ଧ ଜିଲ୍ଲାକୁ ୯୭୦ କୋଟି ଭେଟି ଦେଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୌଦ୍ଧ ଜିଲ୍ଲା ଗସ୍ତ କରିଥିଲେ। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ କଣ୍ଟମାଳ ଓ ବୌଦ୍ଧଠାରେ ୨ଟି ସାଧାରଣ ସଭାରେ ଯୋଗଦେଇ ୯୭୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ…

ବାରଙ୍ଗରେ ନିର୍ମାଣ ହେବ କ୍ୟାନ୍ସର ହସ୍ପିଟାଲ ଓ ରିସର୍ଚ୍ଚ ସେଣ୍ଟର, ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବାରଙ୍ଗର ରତାଗଡ ନୂଆସାହିଠାରେ ନିର୍ମାଣ ହେବ କ୍ୟାନ୍ସର ହସ୍ପିଟାଲ ଓ ରିସର୍ଚ୍ଚ ସେଣ୍ଟର । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଟାଟା ଟ୍ରଷ୍ଟ ସହାୟତାରେ ଏହା ନିର୍ମାଣ କରାଯିବ । ମୁମ୍ବାଇ ସ୍ଥିତ ଟାଟା ମେମୋରିଆଲ…

ସହିଦଙ୍କ ଗାଁ ହେବ ମଡେଲ ପଞ୍ଚାୟତ : ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଜମ୍ମୁ-କଶ୍ମୀରର ପୁଲଓ୍ଵାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ପ୍ରସନ୍ନ କୁମାର ସାହୁ ଓ ମନୋଜ ବେହେରା ସହିଦ ହୋଇଛନ୍ତି । ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ଦୁଇ ସହିଦ ଯବାନଙ୍କ ପ୍ରାର୍ଥିବ ଶରୀର ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ,…

ବାଲେଶ୍ୱର ବିଜୁ ଯୁବ ବାହୀନି ସମାବେଶରେ ୩୩ଟି ପ୍ରକଳ୍ପ ଉଦଘାଟନ ଓ ୪୩ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ୱରରେ ବିଜୁ ଯୁବ ବାହୀନି ସମାବେଶରେ ଯୋଗଦେଇ ୩୩ଟି ପ୍ରକଳ୍ପର ଉଦଘାଟନ କରିବା ସହ ୪୩ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଓଡ଼ିଶା ସରକାର ଓ ଟାଟା ଷ୍ଟିଲର ସହଭାଗିତାରେ ସ୍ଥାପିତ ହେବାକୁଥିବା ସୁବର୍ଣ୍ଣରେଖା ବନ୍ଦରର…

ମୁଖ୍ୟମନ୍ତ୍ରୀଙ୍କ ଫୁଲବାଣୀରେ ୨୫୦ କୋଟିର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ।

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଫୁଲବାଣୀରେ ଆଜି ବିଜୁ ଯୁବବାହିନୀ ସ୍ବେଚ୍ଛାସେବାର ଉତ୍ସବ ପାଳନ କରାଯାଇଛି । କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ ଓ ବୌଦ୍ଧ, ୫ଟି ଜିଲ୍ଲାର ବିଜୁ ଯୁବ ବାହିନୀର ସ୍ୱେଚ୍ଛାସେବୀ ଯୋଗଦେବେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କନ୍ଧମାଳ ଜିଲ୍ଲାର…

ଗଜପତିରେ ୨୦୦ରୁ ଊର୍ଦ୍ଧ୍ବ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲ୍ଲା ଗସ୍ତ କରିଛନ୍ତି । ଏହି ଅବସରରେ ଆୟୋଜିତ ଦଳୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ମୋହନା, ନୂଆଗଡ଼, ଆର୍‌ ଉଦୟଗିରି ଏବଂ ରାୟଗଡ଼ା ବ୍ଲକ ପାଇଁ ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି । ୬୬…

ରାଜଧାନୀ ଏକ୍ସପ୍ରେସ ବସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜିଠୁ ରାଜଧାନୀ ଭୁବନେଶ୍ବରରୁ ରାଜ୍ୟର ୮ଟି ସ୍ଥାନକୁ ରାଜଧାନୀ ଏକ୍ସପ୍ରେସ ବସ ଚଳାଚଳ କରିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏହାର ଶୁଭାରମ୍ଭ କରିଛନ୍ତି । ବିଭିନ୍ନ ଜିଲ୍ଲାକୁ ଆରାମଦାୟକ ଯାତ୍ରା ପାଇଁ ପ୍ରାଥମିକ ପର୍ଯ୍ୟାୟରେ ୨୩ଟି ଏସି ବସ୍ ସାମିଲ…

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ସମସ୍ତଙ୍କୁ ମିଳିବ ମାଗଣା ଚିକିତ୍ସା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେଓ୍ବାଇ) ରେ ରାଜ୍ୟର ସବୁ ସରକାରୀ ମେଡିକାଲ କଲେଜରେ ମାଗଣା ଚିକିତ୍ସା ଯୋଗାଇ ଦିଆଯିବ । ସମସ୍ତ ବର୍ଗର ଲୋକେ ଏହି ସୁବିଧା ପାଇପାରିବେ । ଗୁରୁବାର ସଚିବାଳୟଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତିବ। …

ରାଜ୍ୟସ୍ତରୀୟ କୃଷି ମହୋତ୍ସବ ଉଦ୍‌ଘାଟିତ । ଦେଶବାସୀଙ୍କ ପାଇଁ ଆଦର୍ଶ ପାଲଟିଛି କାଳିଆ ଯୋଜନା – ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବରମୁଣ୍ଡା ପଡିଆଠାରେ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି ରାଜ୍ୟସ୍ତରୀୟ କୃଷି ମହୋତ୍ସବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ଯୋଗଦେଇ କୃଷି ଓଡ଼ିଶା କର୍ମଶାଳାକୁ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଚାଷୀଙ୍କ ପାଇଁ ଏବେ ସାରା ଦେଶରେ…

ବାରିପଦା ରେ ମୋଦୀ ଙ୍କ ସମାବେଶକୁ ପାଣିଚିଆ କରିବ ପୁରୀ ର ନବୀନଙ୍କ ମହିଳା ସମାବେଶ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସାଧାରଣ ନିର୍ବାଚନ କୁ ଆଉ ରହିଲା ୧୦୦ରୁ କମ ଦିନ । ତେଣୁ ପ୍ରତେକ ଟି ଦିନ ଶାସକ ଓ ବିରୋଧୀ ଦଳଙ୍କ ପାଇଁ ମୂଲ୍ୟବାନ ହୋଇଯାଇଛି । ଏହାକୁ ଦୃଷ୍ଟିରେ ରଖି ଲୋକଙ୍କୁ ଲୋଭାଇବା ବା ନିଜ ଆଡକୁ ଆକର୍ଷିତ କରିବାର କୌଣସି ମଉକା ଛାଡିବାକୁ ପ୍ରସ୍ତୁତ ନାହାନ୍ତି ଏହି…