ମୋଦିଙ୍କ ଜନ୍ମଦିନରେ ପ୍ଲାଷ୍ଟିକ ବର୍ଜନ ଓ ଜଳ ସଂରକ୍ଷଣ ସଂକଳ୍ପ ନେଲେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗତକାଲି ସମଗ୍ର ଦେଶରେ ବଜେପି କର୍ମକର୍ତ୍ତା ଓ ନେତାଙ୍କ ଦ୍ୱାରା ଲୋକପ୍ରିୟ ଜନନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ୬୯ ତମ ଜନ୍ମଦିନ ପାଳିତ ହୋଇଛି । ଏହି ଅବସରରେ ରାଜ୍ୟ ବିଜେପି ପକ୍ଷରୁ ସତ୍ୟନଗର ସ୍ଥିତ ଉକ୍ରଳ ଦୃଷ୍ଟିହୀନ ସଂଘଠାରେ ଦିବ୍ୟାଙ୍ଗ…