Browsing Tag

Cabinet approves 4% hike in DA for central government employees

କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪%କୁ ବୃଦ୍ଧି

ଦୀପାବଳି ପୂର୍ବରୁ ସରକାର କର୍ମଚାରୀମାନଙ୍କ ପାଇଁ ଖୁସି ଖବର। କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪%କୁ ବୃଦ୍ଧି କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧିକୁ…