ରାଜୀବ କୁମାରଙ୍କୁ ସିବିଆଇ ଜେରା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ସିଲଙ୍ଗଠାରେ କୋଲକାତା ପୁଲିସ କମିଶନର ରାଜୀବ କୁମାରଙ୍କୁ ପଚରାଉଚରା କରିଥିଲା ସିବିଆଇ । ସିବିଆଇର ଅଭିଯୋଗ, ରାଜୀବ କୁମାର ସାରଦା ଚିଟଫଣ୍ଡ ମାମଲାରେ ଅଭିଯୁକ୍ତଙ୍କ ସୁରକ୍ଷା ପାଇଁ ତଥ୍ୟ ଲୁଚାଇଛନ୍ତି ।
ସୂଚନା ଅନୁଯାୟୀ, କିଛିଦିନ ତଳେ ରାଜୀବ କୁମାର…