ପ୍ରକାଶ ପାଇଲା ସିବିଏସ୍ଇ ଦ୍ବାଦଶ ରେଜଲ୍ଟ , ୯୯.୩୭ ପ୍ରତିଶତ ରହିଛି ପାସ୍ ହାର
ଓଡ଼ିଶା ଫାଷ୍ଟ (ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଶୁକ୍ରବାର ଅପରାହ୍ନ ୨ ଟାରେ ଦ୍ୱାଦଶ ବୋର୍ଡ ଫଳାଫଳ ପ୍ରକାଶ କରିଛି। ପରୀକ୍ଷା ପାଇଁ ପଞ୍ଜୀକୃତ ଛାତ୍ରମାନେ ଅଫିସିଆଲ୍ ୱେବସାଇଟ୍ cbseresults.nic.in ମାଧ୍ୟମରେ ସେମାନଙ୍କର ଫଳାଫଳ ଯାଞ୍ଚ କରିପାରିବେ। ଫଳାଫଳ…