Browsing Tag

CCTV during paddy collection is mandatory

ନଭେମ୍ବର ପହିଲାରୁ ମଣ୍ଡିରେ ଧାନ ସଂଗ୍ରହ, ଧାନ ସଂଗ୍ରହ ବେଳେ ସିସିଟିଭି ଲାଗିବା ବାଧ୍ୟତାମୂଳକ

ନଭେମ୍ବର ପହିଲାରୁ ମଣ୍ଡିରେ ଧାନ ସଂଗ୍ରହ । ଧାନ ସଂଗ୍ରହ ବେଳେ ଲାଗିବ ସିସିଟିଭି କ୍ୟାମେରା । ମଣ୍ଡିରେ ସିସିଟିଭି କ୍ୟାମେରା ବାଧ୍ୟତାମୂଳକ କରାଯାଇଛି । ଖରିଫ ଚାଷବେଳେ ଉତ୍ପାଦନ ହୋଇଥିବା ଚାଷୀଙ୍କ ବଳକା ଧାନ ମଣ୍ଡିରେ ଦେଇପାରିବେ । ଧାନ ସଂଗ୍ରହରେ ସ୍ୱଚ୍ଛତା ଅବଲମ୍ବନ ପାଇଁ କଡା…