ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଲତା ଦିଦିଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସ୍ୱର ସାମ୍ରାଜ୍ଞୀ ଲତା ମଙ୍ଗେଶକରଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଗଭୀର ଶୋକବ୍ୟକ୍ତ କରିବା ସହ ରାଜ୍ୟ କାର୍ଯ୍ୟାଳରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳୀ କାର୍ଯ୍ୟକ୍ରମରେ ତାଙ୍କ ଫଟୋଚିତ୍ରରେ ପୁଷ୍ପାର୍ଘ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ…