ଅତ୍ୟାଧୁନିକ ହେବ ଭୁବନେଶ୍ୱର ରେଳ ଷ୍ଟେସନ, ରେଳବାଇ ଓ ଓଡିଶା ସରକାରଙ୍କ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ I
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭୁବନେଶ୍ୱର ରେଳଷ୍ଟେସନର ପୁନଃ ବିକାଶ ପାଇଁ ଆଜି ନୂଆଦିଲ୍ଲୀ ସ୍ଥିତ ଉଦ୍ୟୋଗ ଭବନଠାରେ ଉଭୟ ରେଳବାଇ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଅଛି । ରେଳବାଇ ପକ୍ଷରୁ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ଶ୍ରୀ ଶଶୀକାନ୍ତ…