Browsing Tag

Central Team To Visit Odisha For Cyclone Jawad Damage Assessment

ଜୱାଦ’ ଜନିତ କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ଆଜି ଆସୁଛନ୍ତି କେନ୍ଦ୍ରୀୟ ଟିମ୍

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବାତ୍ୟା ‘ଜୱାଦ’ ଜନିତ କ୍ଷୟକ୍ଷତିର ଅନୁଧ୍ୟାନ କରିବାକୁ ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରୀୟ ପ୍ରତିନିଧି ଦଳ । କେନ୍ଦ୍ର ଗୃହ ବିଭାଗର ଯୁଗ୍ମ ସଚିବ ସୌରଭ ରୟଙ୍କ ନେତୃତ୍ୱରେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ୬ ଜଣିଆ ପ୍ରତିନିଧି ଦଳ । ଟିମରେ କୃଷି, ଶକ୍ତି,…