ବରିଷ୍ଠ ସାମ୍ବାଦିକ ଚନ୍ଦନ ମିତ୍ରଙ୍କ ପରଲୋକ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୂର୍ବତନ ରାଜ୍ୟସଭା ସାଂସଦ ତଥା ବରିଷ୍ଠ ସାମ୍ବାଦିକ ଚନ୍ଦନ ମିତ୍ରଙ୍କ ଗତକାଲି ବିଳମ୍ବିତ ରାତିରେ ଦିଲ୍ଲୀରେ ଦେହାନ୍ତ ହୋଇଛି । ତାଙ୍କର ମୃତ୍ୟୁ ବିଷୟରେ ପୁଅ କୁଶନ ମିତ୍ର ସୂଚନା ଦେଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା। ଦି ପିୟୋନିୟରର ପୂର୍ବତନ…