ରତ୍ନ ସିଂହାସନକୁ ବିଜେ କଲେ ଚତୁର୍ଦ୍ଧାମୂର୍ତ୍ତି
ସରିଲା ମହାପ୍ରଭୁଙ୍କ ଘୋଷଯାତ୍ରା । ୧୨ ଦିନର ଲୀଳାଖେଳା ପରେ ରତ୍ନ ସିଂହାସନକୁ ବିଜେ କରିଛନ୍ତି ଚତୁର୍ଦ୍ଧାବିଗ୍ରହ । ଘୋଷଯାତ୍ରାରେ ସାଙ୍ଗରେ ନେଇନଥିବାରୁ ଅଭିମାନୀନି ମହାଲକ୍ଷ୍ମୀଙ୍କୁ ରସଗୋଲା ଖୁଆଇ ମାନଭଞ୍ଜନ କରିଛନ୍ତି ଶ୍ରୀଜିଉ । ମାନଭଞ୍ଜନ ପରେ ନୀଳକନ୍ଦରରେ ପ୍ରବେଶ କରିଛନ୍ତି…