ପୂର୍ବତନ ଭାରତୀୟ କ୍ରିକେଟର୍ ଚେତନ ଚୌହାନଙ୍କୁ ପରଲୋକ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ୭୩ ବର୍ଷ ବୟସରେ ଆରପାରିକୁ ଚାଲିଗଲେ ଭାରତର ପୂର୍ବତନ କ୍ରିକେଟର୍ ଚେତନ୍ ଚୌହାନ । କ୍ରିକେଟର୍ରୁ ପଲିଟିସିଆନ୍ ପାଲଟିଥିବା ଚେତନ ମୃତ୍ୟୁ ପୂର୍ବରୁ ଜୁଲାଇ ମାସରେ କରୋନା ଭାଇରସ୍ରେ ସଂକ୍ରମିତ ହୋଇଥିଲେ । ସେବେଠାରୁ ସେ ଭେଣ୍ଟିଲେଟରରେ ରହିଥିଲାବେଳେ ତାଙ୍କ…