ରୋଗୀଙ୍କ ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଭୁବନେଶ୍ୱର(ଓଡିଶା ଫାଷ୍ଟ ବ୍ୟୁରୋ): ଓଡିଶା ସରକାର ଉନ୍ନତ ସ୍ୱାସ୍ଥ୍ୟସେବା ପ୍ରଦାନ କ୍ଷେତ୍ରରେ ଅନେକ ଗୁଡିଏ ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରେ ସାର୍ବଜନୀନ ସ୍ୱାସ୍ଥ୍ୟସେବା ଲକ୍ଷ୍ୟ ହାସଲ ତଥା ଚିକିତ୍ସା ନିମନ୍ତେ ବ୍ୟକ୍ତିଗତ ଖର୍ଚ୍ଚକୁ ହ୍ରାସ କରିବା ପାଇଁ ବିଜୁ…