କଟକ ଜିଲ୍ଲା ମହାନଦୀରେ ବୈଦେଶ୍ବର ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କଟକ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ପ୍ରକଳ୍ପଟି ହେଉଛି - ମହାନଦୀରେ ବୈଦେଶ୍ବର ନଦୀଗର୍ଭ ଜଳାଶୟ ପ୍ରକଳ୍ପ ।
ସୂଚନାଯୋଗ୍ୟ ଯେ…