Browsing Tag

Chief Minister approves proposal to dissolve State Planning Board

ରାଜ୍ୟ ଯୋଜନା ବୋର୍ଡ ଭଙ୍ଗ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ରାଜ୍ୟ ଯୋଜନା ବୋର୍ଡ ଭଙ୍ଗ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅନୁମୋଦନ କରିଛନ୍ତି । ଏହାର ଅର୍ଥ ରାଜ୍ୟ ଯୋଜନା ବୋର୍ଡ ଭଙ୍ଗ ହୋଇଛି । ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କର ଏହା ବଡ଼ ପଦକ୍ଷେପ । ୨୫ ବର୍ଷ ଧରି ରାଜ୍ୟରେ ବିଜେଡି ସରକାର ରହିଥିଲା ।…