ଭୁବନେଶ୍ୱରର ମଠ, ମନ୍ଦିର ଓ ସଂଖ୍ୟାଲଘୁ ପୂଜାସ୍ଥଳୀର ହେବ ରୂପାନ୍ତର,୧୫ କୋଟି ୨୦ଲକ୍ଷ ଟଙ୍କା ମଞ୍ଜୁର କଲେ…
ଭୁବନେଶ୍ୱରର ମଠ, ମନ୍ଦିର ଓ ସଂଖ୍ୟାଲଘୁ ପୂଜାସ୍ଥଳୀର ହେବ ରୂପାନ୍ତର। ମନ୍ଦିର ମାଳିନୀ ଭୁବନେଶ୍ବରର ୫୦୭ଟି ଧାର୍ମିକ ଓ ଗୋଷ୍ଠୀ ପ୍ରକଳ୍ପ ପାଇଁ ୧୫କୋଟି ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅର୍ଥରେ ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର ଏବଂ…