କଳାହାଣ୍ଡି ଓ ମୟୁରଭଞ୍ଜ ଜିଲ୍ଲାରେ ୨ଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ,୮୬.୨୫ କୋଟି ଟଙ୍କା…
ଭୁବନେଶ୍ବର(ଓଡିଶା ଫାଷ୍ଟ ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଓ ମୟୁରଭଞ୍ଜ ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ (Instream Storage Structure) ଅନୁମୋଦନ କରିଛନ୍ତି।
ପ୍ରକଳ୍ପ ଦୁଇଟି ହେଉଛି – କଳାହାଣ୍ଡି ଜିଲ୍ଲା ମୁରଲିଜୋର ଉପରେ ମୁରଲିଝର…