Browsing Tag

Chief Minister approves Satigat river basin project in Salki river

ସାଲକୀ ନଦୀରେ ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୌଦ୍ଧ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ (Instream Storage Structure) ଅନୁମୋଦନ କରିଛନ୍ତି । ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୨୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ପ୍ରକଳ୍ପଟି ହେଉଛି ସାଲକୀ ନଦୀରେ ସତୀଘାଟ ନଦୀଗର୍ଭ ଜଳାଶୟ…