ନବନିଯୁକ୍ତ ୧୨୦୫ଜଣ ଡାକ୍ତରଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ରାଜ୍ୟ ସ୍ୱାସ୍ଥ୍ୟସେବାରେ ଯୋଗ ଦେଲେ ୧୨୦୫ ଡାକ୍ତର। ରାଜ୍ୟ ସରକାରଙ୍କ ନିଯୁକ୍ତି ପ୍ରଭା କାର୍ଯ୍ୟକ୍ରମରେ ନବନିଯୁକ୍ତ ୧୨୦୫ଜଣ ଡାକ୍ତରଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁଣାତ୍ମକ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାକୁ ଏହା ଏକ ଅଭିନବ ଉଦ୍ୟମ ନବ ନିଯୁକ୍ତ…