Browsing Tag

Chief Minister gift agria samaj

ଅଗ୍ରିଆ ସମାଜକୁ ମୁଖ୍ୟମନ୍ତ୍ରୀଙ୍କ ଭେଟି; ଏକର ଜମି ଓ ତିନି କୋଟି ଟଙ୍କା କଲେ ମଞ୍ଜୁର

ଅଗ୍ରିଆ ସମାଜ ପଶ୍ଚିମ ଓଡ଼ିଶାର ଏକ ପ୍ରମୁଖ ଗୋଷ୍ଠୀ । କୃଷି ଉପରେ ନିର୍ଭର କରୁଥିବା ଏହି ସମାଜର ଲୋକମାନେ ମୁଖ୍ୟତଃ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗୀର ଓ ଦେବଗଡ଼ ଆଦି ଜିଲ୍ଲାମାନଙ୍କରେ ବସବାସ କରିଥାନ୍ତି । ସେମାନେ ନିକଟରେ ସେମାନଙ୍କର ବିଭିନ୍ନ…